ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘କାଶ୍ମୀର ପଣ୍ଡିତଙ୍କ ହତ୍ୟାକାରୀକୁ କ୍ଷମା ନାହିଁ’ – ଉପ ରାଜ୍ୟପାଳ
  • ||
  • ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୨୦୨ କରୋନା ପଜିଟିଭ୍
  • ||
  • ସନ୍ଧ୍ୟାରେ ପଞ୍ଜାବ ବନାମ ଦିଲ୍ଲୀ, ‘କର ବା ମର’ ସ୍ଥିତିରେ ଉଭୟ ଟିମ୍
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୭ ପଜିଟିଭ୍
  • ||
  • ଚଣ୍ଡୀଖୋଲ: ଟ୍ରକକୁ ଧକ୍କା ଦେଲା ଟ୍ରକ୍: ଗାଡି ଆଗକୁ ଛିଟିକି ପଡିଲେ ଡ୍ରାଇଭର, ଚାଲିଗଲା ଜୀବନ
  • ||
  • କମିବ ଖରା, ବଢିବ ଗୁଳୁଗୁଳି : ଭିଜାଇବ କାଳବୈଶାଖି ବର୍ଷା
  • ||

ସେପ୍ଟେମ୍ବର ୫କୁ କଳା ଦିବସ ଭାବେ ପାଳନ କରିବ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ

25/08/2018 at 6:52 AM

ଭୁବନେଶ୍ୱର ୨୫/୮ : ସେପ୍ଟେମ୍ବର ୫ ଗୁରୁଦିବସକୁ କଲା ଦିବସ ଭାବେ ପାଳନ କରାଯିବ ଏବଂ ସେପ୍ଟେମ୍ବର ୬ ତାରିଖରୁ ଅଧ୍ୟାପକ, ଶିକ୍ଷକ ଓ କର୍ମଚାରୀମାନେ ଅନିର୍ଦ୍ଧିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯିବେ ବୋଲି ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଂଚ ଆଜି ଘୋଷଣା କରିଛି | ମିଳିତ ମଂଚ ଗତ ୧୦ ଦିନ ହେଲା ୭ ଦଫା ଦାବି ନେଇ ବିଧାନ ସଭା ସମ୍ମୁଖରେ ଧାରଣାରେ ବସିଛି | ତଥାପି ରାଜ୍ୟ ସରକାର ସେମାନଙ୍କ ଦାବି ପ୍ରତି କୌଣସି ଧ୍ୟାନ ଦେଉନଥିବାରୁ ଏଭଳି ନିଷ୍ପତି ନେଇଆଯାଇଥିବା ମଂଚର ଆବାହକ ଗୋଲକ ନାୟକ ସୂଚନା ଦେଇଛନ୍ତି |

   Related Posts