Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

କଟକ ଏସସିବିରେ ପହଞ୍ଚିଲେ ଜଗା-କାଳିଆ : ଆଜିଠାରୁ ଆରମ୍ଭ ହେବ ଚିକିତ୍ସା

7/09/2019 at 3:43 PM

କଟକ ୭|୯: ଓଡିଶା ଫେରିଲେ ଜଗା-କାଳିଆ । କଟକ ରୋଲଓ୍ବେ ଷ୍ଟେସନରେ ପହଞ୍ଚିବା ପରେ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଏସସିବି ମେଡିକାଲରେ ପହଞ୍ଚିଛନ୍ତି । ଉଭୟ ଶିଶୁଙ୍କର ଏସସିବି ମେଡି଼କାଲରେ ସ୍ବତନ୍ତ୍ର ଭାବେ ଚିକିତ୍ସା କରାଯିବ । ଆଜିଠାରୁ ଆରମ୍ଭ ହେବ ଚିକିତ୍ସା ।

ଗତକାଲି ସଂଧ୍ୟା ୫ଟାରେ ରାଜଧାନୀ ଏକ୍ସପ୍ରେସରେ ବସିଥିଲେ ଜଗା-କାଳିଆ । ଏସସିବି ମେଡିକାଲର ୨ଜଣ ଡାକ୍ତରଙ୍କ ସହ ୪ ଜଣିଆ ଏମ୍ସର ଏକ ଡାକ୍ତରୀ ଦଳ ସେମାନଙ୍କୁ ନେଇ ଓଡିଶା ଫେରିଛନ୍ତି । କଟକ ରେଳ ଷ୍ଟେସନରେ ଜଗା-କାଳିଆ ପହଞ୍ଚିବା ପରେ ସେମାନଙ୍କୁ କଟକ ଏସସିବି ମେଡ଼ିକାଲକୁ ନିଆଯାଇଛି । କଟକ ଏସସିବିରେ ଜଗା-କାଳିଆଙ୍କ ରହିବା ଓ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଦୁଇ ଶିଶୁଙ୍କୁ ଏସସିବିର ସର୍ଜରି ବିଭାଗର ୧ ନମ୍ବର କ୍ୟାବିନରେ ରଖାଯିବ । ଦୁଇ ଭାଇଙ୍କ ଚିକିତ୍ସା ପାଇଁ ୬ଜଣିଆ ବିଶେଷଜ୍ଞ ଡାକ୍ତରୀ ଦଳ ଗଠନ କରାଯାଇଛି । ଉକ୍ତ ଡାକ୍ତରୀ ଟିମ୍ ଦୁଇ ଜଣଙ୍କ ଉପରେ ଚବିଶ ଘଣ୍ଟିଆ ନଜର ରଖିବେ ।

   Related Posts