Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ମନମୁଣ୍ଡାରେ ସିରିଜ ଦୁର୍ଘଟଣା ଘଟାଇ ଓଲଟିପଡିଲା ଟ୍ରକ, ୪ଟି ବାଇକରେ ଯାଉଥିବା ୭ ଆହତ

17/02/2019 at 1:38 PM

ବୌଦ୍ଧ ୧୭|୨: ବୌଦ୍ଧ ଜ଼ିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଜାଳପାଳି ଓ ଗୋହିପିଟା ନିକଟରେ ୪ଟି ବାଇକକୁ ଭିନ୍ନ ଭିନ୍ନ ସ୍ଥାନରେ ଧକ୍କା ଦେବାପରେ ଓଲଟି ପଡିଲା ଟ୍ରକ। ଫଳରେ ଟ୍ରକ ଡ୍ରାଇଭର ସହ ୪ଟି ବାଇକ ରେ ଥିବା ୭ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।

ସମସ୍ତ ଗୁରୁତରଙ୍କୁ ସୋନପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଭାରସାମ୍ୟ ହରାଇ ଟ୍ରକ ଏମିତି ଦୁର୍ଘଟଣା ଘଟିଥିବା ପୋଲିସ ସୂଚନା ଦେଇଛି।ମନମୁଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ଅନୁସନ୍ଧାନ ଜାରି ରଖିଛି।

   Related Posts