Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ରାଜଧାନୀରେ ସିରିଜ୍ ଦୁର୍ଘଟଣା, ୩ଟି ଗାଡି ଭାଙ୍ଗି ଚୁରମାର

21/04/2021 at 4:52 PM

ଭୁବନେଶ୍ବର ୨୧।୪: ରାଜଧାନୀରେ ପୁଣି ସିରିଜ ଦୁର୍ଘଟଣା । ଆଇଗିଣିଆ ଛକରେ ଘଟିଛି ଏହି ସିରିଜ ଦୁର୍ଘଟଣା । ଏହି ଦୁର୍ଘଟଣା ଯୋଗୁଁ ୩ଟି ଗାଡି ଭାଙ୍ଗି ଚୁରମାର ହୋଇଯାଇଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଆଇଗିଣିଆ ଛକରେ ଏକ କାର୍ ଗୋଟିଏ ପରେ ଗୋଟିଏ ଗାଡିକୁ ପିଟିବାରୁ ଏଭଳି ଦୁର୍ଘଟଣା ଘଟିଛି । ତେବେ ଦୁର୍ଘଟଣାରେ ଦୁଇ ଜଣ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଖବର ପାଇ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଛନ୍ତି । ଗାଡିଗୁଡିକୁ ରାସ୍ତାରୁ ହଟାଯାଇଛି । ଦୁର୍ଘଟଣା ଯୋଗୁଁ କିଛି ସମୟ ଯାଏଁ ସେହି ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ଗାଡିଗୁଡିକୁ ହଟାଯିବା ପରେ ଯାତାୟତ ସ୍ବାଭାବିକ ହୋଇଛି ।

   Related Posts