Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାଜଧାନୀରେ ପୁଣି ମାତିଲେ ଲୁଟେରା, ଏକକାଳୀନ ୪ଟି ଦୋକାନରୁ ଲୁଟ୍ : CCTVରେ ଭିଡିଓ କଏଦ

8/09/2021 at 11:52 AM

ଭୁବନେଶ୍ବର ୮।୯: ରାଜଧାନୀରେ ପୁଣି ମାତିଲେ ଲୁଟେରା । ଭୁବନେଶ୍ବର ସ୍ଥିତ ଖଣ୍ଡଗିରି ରାସ୍ତାରେ ସିରିଜ୍ ଲୁଟ୍ । ଏକକାଳୀନ ୪ଟି ଦୋକାନରେ କଳାକନା ବୁଲାଇଲେ ଲୁଟେରା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ଖଣ୍ଡଗିରି ରାସ୍ତାରେ ଥିବା ୪ଟି ଦୋକାନରୁ ଲୁଟ୍ । ଦୋକାନ ସଟର ତାଡି ବିଭିନ୍ନ ସାମଗ୍ରୀ ଲୁଟି ନେଲେ ଲୁଟେରା । ଖଣ୍ଡଗିରି ଥାନାର ମାତ୍ର ୫୦ ମିଟର ଦୂରରେ ଥିବା ଦୋକାନ ଗୁଡିକରୁ ଚୋରି ହୋଇଛି । ଏହି ଲୁଟ୍ ର ସବୁ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଜାରି ରଖିଛି ପୋଲିସ ।

   Related Posts