Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୪ ମନ୍ଦିରରୁ ସିରିଜ୍ ଲୁଟ୍, ବିଭିନ୍ନ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଅଳଙ୍କାର ଚୋରି

11/10/2021 at 1:01 PM

ସୋର ୧୧।୧୦: ବିଳମ୍ବିତ ରାତିରେ ୪ ମନ୍ଦିରରୁ ସିରିଜ୍ ଚୋରି । ବାଲେଶ୍ବର ଜିଲ୍ଲା ସୋର ବ୍ଲକ୍ ଗୋପୀନାଥପୁର ପଞ୍ଚାୟତ ଜୁକା ଅଞ୍ଚଳରୁ ରବିବାର ବିଳମ୍ବିତ ରାତିରେ ଶିବ ମନ୍ଦିର, ତାରିଣୀ ମନ୍ଦିର, ହନୁମାନ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଅଳଙ୍କାର ଚୋରି ହୋଇଯାଇଛି ।

ସେହିପରି ସିଙ୍ଗାଖୁଣ୍ଟ ଅଞ୍ଚଳର ବଂଶୀଧର ମନ୍ଦିରରୁ ରାଧାକୃଷ୍ଣଙ୍କ ପିତ୍ତଳ ବିଗ୍ରହ ସମେତ ଜଗନ୍ନାଥଙ୍କ ରୂପା ମୁକୁଟ ଓ ରାଧାକୃଷ୍ଣ ଠାକୁରଙ୍କ ଗହଣା ଚୋରି କରିନେଇଛନ୍ତି ଦୁର୍ବୃତ୍ତ । ସୋର ଅଞ୍ଚଳରେ ଚୋରି ଦିନକୁ ବୃଦ୍ଧି ପାଉଥିବା ବେଳେ ସୋର ପୋଲିସର ମୁଣ୍ଡବିନ୍ଧାର କାରଣ ସାଜିଛି । ଅନ୍ୟପଟେ ପୋଲିସ ନାଇଟ୍ ପାଟ୍ରୋଲିଂ ଠିକ୍ ଭାବେ ହେଉନଥିବା ସାଧାରଣରେ ଅଭିଯୋଗ ହେଉଛି ।

   Related Posts