Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଆନନ୍ଦବଜାରରେ ଗଣ୍ଡଗୋଳ, ସେବାୟତଙ୍କ ଆକ୍ରମଣରେ ସେବାୟତ ଆହତ

10/05/2021 at 12:57 PM

ପୁରୀ ୧୦।୫: ପୁରୀ ଶ୍ରୀମନ୍ଦିର ଆନନ୍ଦବଜାରରେ ଅଭାବନୀୟ ଘଟଣା । ଜଣେ ସେବାୟତଙ୍କ ଆକ୍ରମଣରେ ଅନ୍ୟ ଜଣେ ସେବାୟତ ଆହତ ହୋଇଥିବା ଜଣାପଡିଛି । ଆହତ ସେବାୟତ ଜଣଙ୍କ ହେଉଛନ୍ତି ହରେକୃଷ୍ଣ ସୁଆର । ଆହତ ଅବସ୍ଥାରେ ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ତେବେ ସେବାୟତ ବୁଲୁ ପଣ୍ଡାଙ୍କ ଆକ୍ରମଣରେ ହଆହତ ହୋଇଥିବା ରେକୃଷ୍ଣ ଅଭିଯୋଗ କରିଛନ୍ତି । ଏ ଘଟଣା ନେଇ ସିଂହଦ୍ବାର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଏ ନେଇ ପୁରୀ ଏସପି ସୂଚନା ଦେଇଛନ୍ତି ।

   Related Posts