Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

28/09/2021 at 9:32 AM

ଭୁବନେଶ୍ୱର ୨୮।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୪୫ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୧୪୮୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୮୪୧୮୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts