Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୭ ଆହତ ମେଡିକାଲରେ ଭର୍ତ୍ତି

27/07/2019 at 9:12 AM

ସମ୍ବଲପୁର ୨୭|୭:  ସମ୍ବଲପୁରରେ ଭାରସାମ୍ୟ ହରାଇ ଓଲଟିଲା ବସ୍ । ଦୁର୍ଘଟଣା ଫଳରେ ୭ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା ଯୁଜୁମୁରା ଥାନା ଭବାନୀପାଳି ସ୍କୁଲ ନିକଟରେ ଯାତ୍ରୀବାହୀ ବସ୍ ଦିଲଖୁସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ୬ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ଜଣଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ବସଟି ଭୁବନେଶ୍ବରରୁ ଝାରସୁଗୁଡା ଯାଉଥିବାବେଳେ ଦୁର୍ଘଟଣା ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଇଥିଲା ।

   Related Posts