Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଗଞ୍ଜାମରୁ ଶ୍ରମିକ ନେଇ ସୁରତ ଯାଉଥିଲା ବସ୍ : ରାୟପୁର ନିକଟରେ ଟ୍ରକ ସହ‌ ମୁହାଁମୁହିଁ ଧକ୍କା, ୭ ମୃତ

5/09/2020 at 8:36 AM

ରାୟପୁର ୦୫।୦୯: ଛତିଶଗଡ଼ ଚେରିଖେଡ଼ିରେ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି । ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ସ୍ଥାନୀୟ ପ୍ରସାସନ ନିକଟସ୍ଥ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଛନ୍ତି ।  

 ଓଡ଼ିଶାର ଗଞ୍ଜାମ ଜିଲ୍ଲାରୁ କିଛି ଶ୍ରମିକ ନେଇ ଗୁଜରାଟର ସୁରତ ଅଭିମୁଖେ ଯାଉଥିଲା ଏକ ବସ୍ । କିନ୍ତୁ ଛତିଶଗଡ଼ ରାୟପୁର ନିକଟସ୍ଥ ଚେରିଖେଡି ନିକଟରେ ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଆହତ ହୋଇଥିବା ସୂଚନା ରହିଛି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ସ୍ଥାନୀୟ ପ୍ରଶାସନ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ ।

   Related Posts