Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଖର ସେନାର ଲଙ୍କା ବିଜୟ, ପ୍ରଥମ ଟି-୨୦ରେ ୩୮ ରନ୍‌ରେ ଜିତିଲା ଭାରତ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଡିସଚାର୍ଜ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତୀୟ ହକି ଟିମର ପରାଜୟ, ୧-୭ ଗୋଲରେ ଜିତିଲା ଅଷ୍ଟ୍ରେଲିଆ
  • ||
  • ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ
  • ||
  • ଭୁଶୁଡିଲା ସ୍ମାର୍ଟ ପୋଖରୀର ସ୍ମାର୍ଟ ପାଚେରୀ, ନିର୍ମାଣ ସରିବା ପରେ ୭ ଦିନ ବି ଗଲାନି
  • ||
  • ବିଦ୍ୟୁତ ଆଘାତରେ ଟଳିପଡିଲେ ଅସ୍ଥାୟୀ କର୍ମଚାରୀ, ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୩୩ କରୋନା ପଜିଟିଭ୍
  • ||
  • ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଜିଲ୍ଲା ପରିଷଦ ସଭ୍ୟ ଓ ବିଜେପି କର୍ମୀ
  • ||
  • ଦାନା ବାନ୍ଧୁଛି ଲଘୁଚାପ, ୨୭ରୁ ୨୯ ଯାଏଁ ଛେଚିବ ବର୍ଷା
  • ||

ଗୋଟିଏ ପରିବାରରୁ ୭ କରୋନା ପଜିଟିଭ୍ ଚିହ୍ନଟ, ସଂପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

25/07/2020 at 7:44 AM

ଜଟଣୀ ୨୩।୦୭: କାୟା ମେଳାଉଛି କରୋନା । ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି ଏହି ମହାମାରୀ । ପ୍ରତିଦିନ ଶତାଧିକ ସଂଖ୍ୟାରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହିପରି  ଜଟଣୀ ପୌରପରିଷଦ ଅନ୍ତର୍ଗତ ହାଟବଜାର ଅଞ୍ଚଳରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।  ଗୋଟିଏ ପରିବାରର ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ସଂପୃକ୍ତ ବ୍ୟକ୍ତିମାନଙ୍କର କଣ୍ଟାକ୍ଟ ଟ୍ରେସିଙ୍ଗ ପ୍ରକ୍ରିୟା ଆରମ୍ଭ ହୋଇଛି । ଜଟଣୀ ପୌରପରିଷଦ ପକ୍ଷରୁ ସଂପୃକ୍ତ ଅଞ୍ଚଳକୁ ସାନିଟାଇଜ୍ କରାଯାଇଛି । ଏଥି ସହ ୨୭ ତାରିଖ ସଂଧ୍ୟା ୭ଟା ପର୍ଯ୍ୟନ୍ତ ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

   Related Posts