Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||

ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣାରେ ୭ଗିରଫ ସହ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରି ସିଲ୍

14/11/2019 at 1:29 PM

ବାଲେଶ୍ବର ୧୪।୧୧ : ବାଲେଶ୍ବର ଫାଲକନ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରି ଗ୍ୟାସ୍ ଲିକ୍ ଘଟଣାରେ ସାତ ଜଣ ଗିରଫ ସହ କମ୍ପାନୀକୁ ମଧ୍ୟ ସିଲ୍ କରାଯାଇଛି। ପୋଲିସ କମ୍ପାନୀ ଫାଟକରେ ତାଲା ଝୁଲାଇ ଦେବା ସହ ସାତ ଜଣ କର୍ମଚାରୀଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତିମାନଙ୍କ ମଧ୍ୟରେ ଜିଏମ୍, ଏଚ.ଆର.ମ୍ୟାନେଜର, ସେପ୍ଟି ଅଫିସର, ସୁପରଭାଇଜର ଅଛନ୍ତି । 

ଗତକାଲି ବାଲେଶ୍ୱର ଖନ୍ତାପଡ଼ାଠାରେ ଫାଲକନ ମେରାଇନର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହେବାରୁ ପ୍ରାୟ ୧୦୦ ଜଣ ଗୁରୁତର ହୋଇପଡିଥିଲେ ।ବିଷାକ୍ତ ଗ୍ୟାସ ପ୍ରଭାବରେ ଅସୁସ୍ଥ ହୋଇଥିବା କର୍ମଚାରୀଙ୍କ ମଧ୍ୟରୁ ୨୨ଜଣ କର୍ମଚାରୀଙ୍କ ସ୍ବାସ୍ଥ୍ୟାବସ୍ଥାର ଉନ୍ନତି ଆସୁଛି ।  ସମସ୍ତେ ବିପଦ ମୁକ୍ତ ଥିବା ଡାକ୍ତର କହିଛନ୍ତି । ଅସୁସ୍ଥଙ୍କୁ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।

   Related Posts