Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବେଆଇନ ମାଙ୍କଡା ପଥର ଚାଲାଣ ବେଳେ ଚଢାଉ, ୭ଟି ଟ୍ରକ୍ ଜବତ

2/03/2021 at 11:05 AM

ଖୋର୍ଦ୍ଧା ୨।୩: ଖୋର୍ଦ୍ଧା ଏବଂ ଏହାର ଆଖପାଖ ଅଞ୍ଚଳରେ ବଢି ଚାଲିଛି ଚୋରା ମାଙ୍କଡା ପଥର କାରବାର । ଟାଙ୍ଗରା ଭୁଇଁକୁ କାଟି ବିରାଟ ବିରାଟ ଖାଲ କରି ମାଫିଆମାନେ ଲୁଟୁଛନ୍ତି ମାଙ୍କଡା ପଥର । ଯାହାଦ୍ବାରା ମୋଟା ଅଙ୍କର ରାଜସ୍ବ ହରାଇଛନ୍ତି ରାଜ୍ୟ ସରକାର ।

ସୋମବାର ବିଳମ୍ବିତ ରାତିରେ ମାଙ୍କଡା ପଥର ଚୋରା ଚାଲାଣ ହେଉଥିବା ଖବର ପାଇ ବେଗୁନିଆ ତହସିଲଦାର ଏବଂ ଥାନା ଅଧିକାରୀ ଦେଉଳି ଗ୍ରାମ ପଞ୍ଚାୟତର ଗୋପୀନାଥପୁର ଖଣିରେ ଚଢ଼ାଉ କରିଥିଲେ । ଚଢାଉ ବେଳେ ୭ଟି ମାଙ୍କଡା ପଥର ବୋଝେଇ ଟ୍ରକକୁ ଜବତ କରିଛନ୍ତି ।  ଆଗକୁ ମଧ୍ୟ ଏହିପରି ଚଢ଼ାଉ ଜାରି ରହିବ ବୋଲି ବେଗୁନିଆ ତହସିଲଦାର ପୃଥ୍ବୀରାଜ ମଣ୍ଡଳ ସୂଚନା ଦେଇଛନ୍ତି ।

   Related Posts