Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ
  • ||
  • ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

ଜାଡରେ ଥରୁଛି ଫୁଲବାଣୀ

9/12/2018 at 12:53 PM

ଫୁଲବାଣୀ୯/୧୨: ଜାଡରେ ଥରୁଛି ଫୁଲବାଣୀ। ସମଗ୍ରଜିଲ୍ଲାରେ ପାରଦ ଖସୁଛି। ଗତ  ୨୪ ଘଣ୍ଟା ଭିତରେ ଫୁଲବାଣୀରେସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ କୁ ଖସିଛି। ଦାରିଙ୍ଗବାଡିରେ ସର୍ବନୀମ୍ନ  ତାପମାତ୍ରା ୯ଡିଗ୍ରୀକୁ ଖସିଛି। ସେପଟେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେସୃଷ୍ଟି ହୋଇଥିବା ଟ୍ରଫଲାଇନ ପ୍ରଭାବରେ ୧୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେଏହା ରାଜ୍ୟକୁ ପ୍ରଭାବିତ କରିବାନେଇ ପାଣିପାଗ ବିଭାଗ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନାମିଳିନି ।

   Related Posts