Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ସମ୍ବଲପୁର ଅଇଁଠାପାଲ୍ଲୀରେ ସେକ୍ସ ରାକେଟ୍ ଠାବ ; ମହିଳା ଓ ଯୁବତୀଙ୍କ ସହ ଧରାପଡିଲେ ଗ୍ରାହକ

26/11/2018 at 5:09 PM

ସମ୍ବଲପୁର ୨୬|୧୧:  ସମ୍ଵଲପୁର ଅଇଁଠାପାଲି ଥାନା ଅଞ୍ଚଳରୁ ସେକ୍ସ ରାକେଟ୍ ଠାବ ହୋଇଛି । ଅଇଁଠାପାଲି ଥାନା ଅନ୍ତର୍ଗତ ଜଗନ୍ନାଥ କଲୋନୀର କଲ୍ୟାଣମଣ୍ଡପ ପାଖରେ ଦୀର୍ଘ ଦିନରୁ ସେକ୍ସ ରାକେଟ୍ ଚାଲିଥିବାର ସୂଚନା ପାଇ ଆଜି ପୋଲିସ ଅଚାନକ ଚଢ଼ାଉ କରିଥିଲା । ଘଟଣାସ୍ଥଳରୁ ଜଣେ ମହିଳା ଓ ଜଣେ ଯୁବତୀଙ୍କୁ ଉଦ୍ଧାର କରିବା ସହ ଜଣେ ଗ୍ରାହକଙ୍କୁ ଗିରଫ କରିଛି ପୋଲିସ। ଘଟଣାସ୍ଥଳରୁ ବହୁ ପରିମାଣର ଆପତ୍ତିଜନକ ସାମଗ୍ରୀ ଜବତ କରିଛି ପୋଲିସ। ଏନେଇ ପୋଲିସ ତଦନ୍ତ ଜାରି ରଖିଛି ।

   Related Posts