Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ରାଉରକେଲା ସହରରେ ଥିବା ହୋଟେଲ୍‌ରେ ସେକ୍ସ ରାକେଟ୍‌ ଚାଲିଥିବା ସନ୍ଦେହ- ୩ ଯୁବତୀଙ୍କୁ ଉଦ୍ଧାର କଲା ପୁଲିସ

24/11/2019 at 7:44 PM

ରାଉରକେଲା ୨୪।୧୧ – ରାଉରକେଲା ସହରରେ ଥିବା ହୋଟେଲ୍‌ରେ ସେକ୍ସ ରାକେଟ୍‌ ଚାଲିଥିବା ସନ୍ଦେହ । ୩ ଯୁବତୀଙ୍କୁ ଉଦ୍ଧାର କଲା ପୁଲିସ । ହେଲେ ୩ ଜଣ ଯୁବକ ପୁଲିସ ଆଖିରେ ଧୂଳି ଦେଇ ଖସିଯାଇଥିବା ସୂଚନା ମିଳିଛି ।

ରାଉରକେଲା ସହର ଷ୍ଟେସନ ନିକଟ ହୋଟେଲ ପୂଜାରୁ ଏହି ୩ ଜଣ ଯୁବତୀ ଉଦ୍ଧାର ହୋଇଛି । ପ୍ଲାଣ୍ଟ ସାଇଡ ପୋଲିସ ଏହି ଯୁବତୀମାନଙ୍କୁ ଉଦ୍ଧାର କରିଛି । ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ।
ଏହି ହୋଟେଲ୍‌ରେ ଦେହ ବେପାର ଚାଲିଥିବା ପୁଲିସକୁ ଖବର ମିଳିଥିଲା । ଦେହ ବେପାର ଚାଲିଥିବାର ଖବର ପାଇ ପୋଲିସ କରିଥିଲା ହୋଟେଲ ଉପରେ ଚଢ଼ାଉ କରିଥିଲା । ଏବେ ତିନି ଯୁବତୀ ଥାନାରେ ଅଟକ ରଖାଯାଇ ତଦନ୍ତ ଚାଲିଛି ।

   Related Posts