Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

କଣ୍ଠଶିଳ୍ପୀ ଶକ୍ତି ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଘରୋଇ ହସ୍ପିଟାଲରେ ଚାଲିଛି ଚିକିତ୍ସା

29/06/2021 at 7:38 AM

ଭୁବନେଶ୍ୱର,୨୯/୦୬: ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ଶକ୍ତି ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି । ଚିକିତ୍ସା ଜାରି ରହିଛି ।

ମଙ୍ଗଳବାର ତାଙ୍କୁ ଓଡ଼ିଶା ମ୍ୟୁଜିକ୍‌ ୱେଲ୍‌ଫେୟାର ଆସୋସିଏସନ୍‌ର ସଦସ୍ୟମାନେ ରକ୍ତ ଯୋଗାଇ ଦେଇଛନ୍ତି । ଏଥିସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି । କିଛିଦିନ ହେବ ଉକ୍ତ ହସ୍ପିଟାଲ୍‌କୁ ସେ ନିୟମିତ ଭାବେ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ଆସୁଥିଲେ ବୋଲି ସମ୍ପର୍କୀୟଙ୍କ ସୂତ୍ରରୁ ଜଣାପଡ଼ିଛି । ଶକ୍ତି ମିଶ୍ର ଅସୁସ୍ଥ ହେବା ଖବର ପ୍ରଚାରିତ ହେବା ପରେ ଶୁଭେଚ୍ଛୁମାନେ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

   Related Posts