Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||

ବଢିଲା RBI ଗଭର୍ଣ୍ଣରଙ୍କ କାର୍ଯ୍ୟକାଳ, ୩ ବର୍ଷ ବଢାଇଲେ କେନ୍ଦ୍ର ସରକାର

29/10/2021 at 10:00 AM

ନୂଆଦିଲ୍ଲୀ ୨୯/୧୦: ବଢିଲା RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ । ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ଆଉ ୩ ବର୍ଷ ବଢିଲା । କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟିର ଅନୁମୋଦନ ପରେ ତାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୧୦ ଡିସେମ୍ବର ୨୦୨୧ରେ ସରିବାର ଥିଲା । ବର୍ତ୍ତମାନ ଏହାକୁ ୩ ବର୍ଷ ପାଇଁ ବଢାଇ ଦିଆଯାଇଛି ।

୨୦୧୮ ଡିସେମ୍ବର ୧୨ରେ ୨୫ ତମ RBI ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଥିଲେ ଶକ୍ତିକାନ୍ତ। ଉର୍ଜିତ ପଟେଲଙ୍କ ଠାରୁ ସେ ଦାୟିତ୍ବ ଗ୍ରହଣ କରିଥିଲେ । ପୂର୍ବରୁ ଅର୍ଥ ମନ୍ତ୍ରାଳୟର ଅର୍ଥନୈତିକ ବ୍ୟାପାରରର ସଚିବ ଥିବା ଦାସ ୨୦୧୮ ଡିସେମ୍ବର ୧୨ରୁ ରିଜର୍ଭ ବ୍ୟାଙ୍କ୍ ମୁଖ୍ୟ ଭାବେ ୩ ବର୍ଷ ପାଇଁ ନିଯୁକ୍ତି ପାଇଥିଲେ । ବିଭିନ୍ନ ପ୍ରଶାସନିକ କ୍ଷେତ୍ରରେ ବ୍ୟାପକ ଅଭିଜ୍ଞତା ଥିବା ୬୪ ବର୍ଷିୟ ଶକ୍ତିକାନ୍ତ ଦାସ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କରେ ଆର୍ଥିକ, ଟିକସ, ଶିଳ୍ପ, ଭିତ୍ତିଭୂମି ଆଦି ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିଥିଲେ।

   Related Posts