Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଗ୍ରାମ୍ୟ ଜଙ୍ଗଲରୁ ଲକ୍ଷାଧିକ ଟଙ୍କାର ଶାଳ ଗଣ୍ଡି ଜବତ, ମାଫିଆ ଫେରାର

25/09/2020 at 3:13 PM

ପାଟଣା ୨୫।୯: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ କାଠ ମାଫିଆ ସକ୍ରିୟ ଖବର ନ୍ୟୁଜ୍ ୭ରେ ପ୍ରସାରଣ ପରେ ଏବେ ଆକ୍ସନ ମୁଡ଼କୁ ଆସିଛି ବନ ବିଭାଗ । ବିଳମ୍ବିତ ରାତିରେ ମଲ୍ଲୀପଶି ବିଟ୍ ଘୁଣ୍ଟିଝରି ଗ୍ରାମ୍ୟ ଜଙ୍ଗଲରେ ଲକ୍ଷାଧିକ ଟଙ୍କାର ଶାଳ ଗଣ୍ଡି କଟା ଯାଇ ରଖାଯାଇଥିବା ବେଳେ ଚଢ଼ାଉ କରିଥିଲା ବନ ବିଭାଗ । ଉକ୍ତ କାଠକୁ ଜବତ କରିଛି ବନ ବିଭାଗ ।

ବନ ବିଭାଗ କର୍ମଚାରୀକୁ ଦେଖି ଘଟଣାସ୍ଥଳରୁ ମାଫିଆ ଫେରାର ହୋଇଯାଇଥିବା ବେଳେ ଜବତ କାଠର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ଵ ହେବ ବୋଲି ପାଟଣା ରେଞ୍ଜର ପବିତ୍ର ମୋହନ ନାଏକ ସୂଚନା ଦେଇଛନ୍ତି ।

   Related Posts