Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

କେନ୍ଦ୍ରୀୟ ବିଦ୍ୟାଳୟକୁ କାରଣ ଦର୍ଶାଅ ନୋଟିସ

21/06/2018 at 11:25 AM

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ୧ କୁ କାରଣ ଦର୍ଶାଅ ନୋଟିସ ଜାରି କରିଛି ରାଜ୍ୟ ରାଜସ୍ବ ବିପର୍ଯୟ ପରିଚାଳନା ଓ ପ୍ରଶମନ ବିଭାଗ … ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟ ସରକାର ସମସ୍ତ ସ୍କୁଲକୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି … କିନ୍ତୁ ରାଜ୍ୟ ସରକାରଙ୍କ ଘୋଷଣାକୁ କେନ୍ଦ୍ରୀୟ ବିଦ୍ୟାଳୟ ୧ ଅବମାନନା କରି ସ୍କୁଲ ଖୋଲା ରଖିଛନ୍ତି … ଏନେଇ କେଭି ୧ କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିବା ବେଳେ ୩ ଦିନ ଭିତରେ ଉତ୍ତର ରଖିବାକୁ ନିର୍ଦେଶ ଦିଆଯାଇଛି |

   Related Posts