Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଶ୍ରାବଣ ମାସର ଶେଷ ସୋମବାର ; ଶୈବପୀଠରେ କାଉଡିଆଙ୍କ ଭିଡ

20/08/2018 at 4:26 AM

ଭୁବନେଶ୍ୱର ୧୯/୮ : ଆଜି ଶ୍ରାବଣ ମାସର ଶେଷ ସୋମବାର । ଚଳଚଞ୍ଚଳ ମହା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଏକାମ୍ର ପୀଠ । ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମସ୍ତକରେ ଜଳ ଲାଗି କରିବାକୁ କାଉଡିଆ ମାନେ ରାତି ଗୋଟାଏରୁ ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଧାଡିରେ ଜଗି ରହିଥିଲେ । ଶେଷ ସୋମବାର ହୋଇଥିବାରୁ କାଉଡିଆଙ୍କ ଅଧିକ ଗହଳି ଲାଗିଛି ବିଭିନ୍ନ ଶୈବପୀଠରେ । ରାଜଧାନୀର ରସୁଲଗଡ, ବମିଖାଲ, ଲକ୍ଷ୍ମୀସାଗର, ପୁରୁଣା ଷ୍ଟେସନ ବଜାର, କଳ୍ପନା ଛକରେରେ ବିଭିନ୍ନ ସଂଗଠନ ମାନଙ୍କ ପକ୍ଷରୁ କାଉଡିଆ ମାନଙ୍କୁ ବିଭିନ୍ନ ସେବା ମାଗଣାରେ ଯୋଗାଇ ଦିଆଯାଇଛି ।

   Related Posts