Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଶ୍ରଦ୍ଧା କପୁରଙ୍କ ଭାଇ ସିଦ୍ଧାନ୍ତ କପୁରଙ୍କୁ ହେଲା କରୋନା : ଗୋଆରେ ହେଲେ ସେଲ୍ଫ କ୍ବାରେଣ୍ଟାଇନ୍

12/12/2020 at 12:11 PM

ମୁମ୍ବାଇ ୧୨/ ୧୨: ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ଭାଇ ସିଦ୍ଧାନ୍ତ କପୁର କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଏବେ ଗୋଆରେ ଅଛନ୍ତି। ସେ ନିଜକୁ ଆଇସୋଲେଟ୍ କରିଛନ୍ତି। ସେ ସୋସିଆଲ ମିଡିଆରେ ନିଜର ଏକ ଫଟୋ ପୋଷ୍ଟ କରି ନିଜର କରୋନା ପଜିଟିଭ ହେବା ସୂଚନା ପ୍ରଶଂସକଙ୍କୁ ସେୟାର କରିଛନ୍ତି।

ବଲିଉଡ ଅଭିନେତା ସିଦ୍ଧାନ୍ତ କପୁର ‘ହସିନା ପାର୍କର’,‘ୟାରମ୍’,‘ବୋମ୍ବରିଆ’ ଏବଂ ‘ସୁଟଆଉଟ ଆଟ ଓ୍ବଡାଲା’ ଭଳି ଅନେକ ଫିଲ୍ମରେ ଅଭିନୟ କରି ସାରିଛନ୍ତି। ୨୦୨୦ମସିହାରେ ରିଲିଜ ହୋଇଥିବା ଫିଲ୍ମ ଭୂତରେ ମଧ୍ୟ ସିଦ୍ଧାନ୍ତ ନଜର ଆସିଥିଲେ। ସିଦ୍ଧାନ୍ତ ୨୦୨୧ମସିହାରେ ଆଗାମୀ ଫିଲ୍ମ ଚେହେରେ ରେ ମଧ୍ୟ ନଜର ଆସିବେ।

   Related Posts