Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଢେଙ୍କାନାଳ : ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !
  • ||
  • କଟକ : ହାତୀ ଆକ୍ରମଣରେ ଜଣେ ମୃତ, କୂଳକୁ ଫେରିବା ବାଟରେ ମାରିଥିଲା ଦନ୍ତା
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍
  • ||

କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର ପାଇଁ ଓଡିଶାର ଶ୍ରଦ୍ଧାଞ୍ଜଳି କାନୁନଗୋ ମନୋନୀତ

29/01/2019 at 11:33 AM

ଭୁବନେଶ୍ବର ୨୯|୧:  ଘୋଷଣା ହୋଇଛି କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର । ଓଡ଼ିଆରେ ଅନୁବାଦ ପାଇଁ ପ୍ରଖ୍ୟାତ ଲେଖିକା ଶ୍ରଦ୍ଧାଞ୍ଜଳି କାନୁନଗୋଙ୍କୁ ଏହି ପୁରସ୍କାର ପାଇଁ ମନୋନୀତ କରାଯାଇଛି । ବିଶିଷ୍ଟ ବଙ୍ଗାଳୀ ସାହିତ୍ୟକାର ନବ କୁମାର ଘୋଷକଙ୍କ ଲୋକପ୍ରିୟ ପୁସ୍ତକ ‘ଶ୍ରୀମୟୀ ମାଁ’ର ଅନୁବାଦ ପାଇଁ ଶ୍ରଦ୍ଧାଞ୍ଜଳି ପୁରସ୍କାର ପାଇବେ । ପୁରସ୍କାର ସ୍ବରୂପ ତାଙ୍କୁ ୫୦ ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଉପଢ଼ୌକନ ମଧ୍ୟ ପ୍ରଦାନ କରାଯିବ । ଓଡ଼ିଆ ସହ ୨୪ଟି ଭାଷାରେ ଅନୁବାଦ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି ।

   Related Posts