Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଦୀର୍ଘ ୪ ମାସ ପରେ ମାଲେସିଆରୁ ଓଡିଶା ଆସିଲା ଶ୍ରମଜୀବିଙ୍କ ମୃତଦେହ

10/07/2020 at 1:40 PM

ଖଲ୍ଳିକୋଟ୧୦/୭: ବର୍ତ୍ତମାନ କରୋନା କବଜାରେ ସାରା ବିଶ୍ବ। ସେହିପରି ଓଡ଼ିଶାରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ସମୟରେ ଗଞ୍ଜାମ ଜିଲ୍ଳା ଖଲ୍ଳିକୋଟ ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ମାଲେସିଆ ରହି କାମ କରୁଥିବା ଜଣେ ଦାଦନଙ୍କ ମୃତ୍ୟୁର ୪ ମାସେ ପରେ ନିଜ ଗାଁକୁ ଫେରିଛି। ସେଠାରେ ତାଙ୍କର କିପରି ମୃ୍ତ୍ୟୁ ହୋଇଥିଲା, ସେ ସଂପର୍କରେ କୌଣସି ସୂଚନା ମିଳି ନାହିଁ। ମିଳିଥିବା ସୂଚନା ଅନୁସାରେ ମାଲେସିଆରେ ମୃତ୍ୟୁ କରିଥିବା ଯୁବକଙ୍କ ମର ଶରୀର ଦୀର୍ଘ ୪ ମାସ ପରେ ନିଜ ଗାଁ ଖଲ୍ଲିକୋଟ ବ୍ଳକ ବାଣିଆ ଗ୍ରାମରେ ପହଁଞ୍ଚିଛି।  

   Related Posts