Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ରାଜ୍ୟପାଳଙ୍କୁ ଭେଟି ୯ଦଫା ଦାବି ସମ୍ବଳିତ ସ୍ମାରକପତ୍ର ଦେଲେ ବିଭିନ୍ନ ଅନୁଷ୍ଠାନ ସହ ଶ୍ରୀଜଗନ୍ନାଥ ସେନା

6/12/2021 at 4:56 PM

ପୁରୀ ୬।୧୨: ପୁରୀ ଗସ୍ତରେ ଆସିଥିବା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ରାଜଭବନରେ ଭେଟି ୯ ଦଫା ଦାବି ସମ୍ବଳିତ ସ୍ମାରକପତ୍ର ଦେଇଛନ୍ତି ବିଭିନ୍ନ ଅନୁଷ୍ଠାନ ସହ ଶ୍ରୀଜଗନ୍ନାଥ ସେନା ।  ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ତୁରନ୍ତ ଖୋଲି ଅନୁଧ୍ୟାନ କରିବା, ଶ୍ରୀମନ୍ଦିର ସିଂହଦ୍ବାର ଗୁମୁଟରେ ଦଶଅବତାର ମୂର୍ତ୍ତିର ପୁନଃ ସଂସ୍ଥାପନ, ଏମାର ମଠରୁ ଜବତ ହୋଇ ଜିଲ୍ଲା ଅସ୍ତ୍ରାଗାରରେ ଥିବା ୫୨୨ଖଣ୍ଡ ରୂପା ଇଟାକୁ ଶ୍ରୀଜଗନ୍ନାଥଙ୍କ ଟ୍ରେଜେରୀକୁ ଆଣିବା, ପୁରୀ ବେଳାଭୂମିରେ ବ୍ଲୁ ଫ୍ଲାଗ ବିଚ ବାତିଲ କରିବା, ବହୁ ପ୍ରତୀକ୍ଷିତ ସିଦ୍ଧ ମହାବୀର ରେଳ ଓଭରବ୍ରିଜ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା, ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଶୀଘ୍ର ଖୋଲିବା ଆଦି ଦାବି ଶ୍ରୀଜଗନ୍ନାଥ ସେନା ପକ୍ଷରୁ କରାଯାଇଛି। ରାଜ୍ୟପାଳ ଏହାକୁ ଗୁରୁତର ସହ ନେଇ ଏହା ଉପରେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

   Related Posts