ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

Published By : Prameya-News7 Bureau | August 18, 2018 IST

ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ସଂସ୍କାର ଓ ପରିଚାଳନା ନେଇ ମାନ୍ୟବର ସୁପ୍ରିମକୋର୍ଟ ଦେଇଥିବା ୧୨ ଟି ଅନ୍ତରୀଣ ପ୍ରସ୍ତାବ ମଧ୍ୟରୁ ୯ ଟି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା ପାଇଁ ମୋହର ମାରିଛି ଶ୍ରୀମନ୍ଦିର ପରିଚାଳନା କମିଟି। ତେବେ କାର୍ଯ୍ୟକାରୀ ହେବାକୁ ଥିବା ୯ ଟି ପ୍ରସ୍ତାବକୁ ତୀବ୍ର ବିରୋଧ କରିଛି ଛତିଶା ନିଯୋଗ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.