Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

18/08/2018 at 7:33 PM

ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ସଂସ୍କାର ଓ ପରିଚାଳନା ନେଇ ମାନ୍ୟବର ସୁପ୍ରିମକୋର୍ଟ ଦେଇଥିବା ୧୨ ଟି ଅନ୍ତରୀଣ ପ୍ରସ୍ତାବ ମଧ୍ୟରୁ ୯ ଟି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା ପାଇଁ ମୋହର ମାରିଛି ଶ୍ରୀମନ୍ଦିର ପରିଚାଳନା କମିଟି। ତେବେ କାର୍ଯ୍ୟକାରୀ ହେବାକୁ ଥିବା ୯ ଟି ପ୍ରସ୍ତାବକୁ ତୀବ୍ର ବିରୋଧ କରିଛି ଛତିଶା ନିଯୋଗ।

   Related Posts