Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||
  • ପଶ୍ଚିମ ଓଡିଶାରେ କରୋନା ପରିଚାଳନା ଦାୟିତ୍ୱ ନେବ ଡବ୍ଲ୍ୟୁଓଡିସି, ୧୦ ଜିଲ୍ଲାକୁ ଦେଲା ୨୫ କୋଟି ଟଙ୍କା
  • ||
  • ଅମାନିଆଙ୍କୁ ସାବାଡ୍ କରିବାକୁ ଯାଇଥିଲେ, ତହସିଲଦାରଙ୍କୁ ବାଟୁଳି ମାଡ କଲେ ଲୋକେ
  • ||
  • କବର ଦେବାକୁ ଘରେ ନଥିଲେ କେହି ପୁରୁଷ, ପିପିଇ କିଟ୍ ପିନ୍ଧି ମୁସଲିମ୍ ବୃଦ୍ଧଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ବିଡିଓ
  • ||
  • ପୃଥିବୀରେ ହେବ ଉଲକା ବର୍ଷା, ଏହି ଦିନ ଆକାଶରେ ଦେଖିବାକୁ ମିଳିବ ଦୁର୍ଲଭ ଦୃଶ୍ୟ…
  • ||

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲା

30/07/2018 at 11:02 AM

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗକୁ ନେଇ ଆରମ୍ଭ ହୋଇଛି ତଦନ୍ତ । ସର୍କିଟ ହାଉସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଓ ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ବ୍ୟକ୍ତି ବିଶେଷଙ୍କ ସହ ଆଲୋଚନା କରିଛନ୍ତି ଜଷ୍ଟିସ ଦାସ । ତେବେ ଆଜି ମନ୍ଦିର ପ୍ରଶାସନ ପକ୍ଷରୁ ସତ୍ୟପାଠ ଦାଖଲ ହୋଇପାରିଲା ନାହିଁ । ସତ୍ୟପାଠ ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ସମୟ ନେଇଚନ୍ତି । ଆସନ୍ତା ୭ ତାରିଖରେ ମାମଲାର ପରବର୍ତ୍ତି ଶୁଣାଣି ହେବ । ଶୁଣାଣି ପୂର୍ବରୁ ଶ୍ରୀମନ୍ଦିର ପରିଦର୍ଶନ କରିଥିଲେ ଜଷ୍ଟିସ ଦାସ । ଗତ ଜୁନ ୨୭ ତାରିଖରୁ ଚାବି ହଜିବା ଘଟଣାରେ ତଦନ୍ତ ଆରମ୍ଭ କରିଛନ୍ତି ଜଷ୍ଟିସ ରଘୁବୀର ଦାସ କମିଶନ ।

   Related Posts