Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଆଜିଠୁ ୩୦ତାରିଖ ଯାଏଁ ପାରଳାଖେମୁଣ୍ଡି ସଟ୍‌ଡାଉନ୍‌

28/06/2020 at 9:53 AM

ଗଜପତି  ୨୮।୦୬: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରକୁ ୩ ଦିନ ପାଇଁ ସଟଡାଉନ୍ କରାଯାଇଛି। ଆଜିଠୁ ୩୦ ତାରିଖ ଯାଏଁ ପାରଳାଖେମୁଣ୍ଡି ସମେତ ଗୋଷାଣୀ ଓ ଗୁମ୍ମା ବ୍ଲକ୍, ରାଣୀପେଣ୍ଠ ଗ୍ରାମ ପଞ୍ଚାୟତ ଓ କାଶୀନଗର ବ୍ଲକକୁ ସଟଡାଉନ୍ କରାଯାଇଛି । ଏହି ସମୟରେ ୪୦ଟି ମେଡିକାଲ ଟିମ୍ ଲକ୍ଷଣ ଥିବା ଲୋକଙ୍କର ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିବେ । ଲୋକଙ୍କୁ ସହଯୋଗ କରିବାକୁ ଗଜପତି ଜିଲ୍ଲାପାଳ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗଜପତି ଜିଲ୍ଲାରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢାଚାଲିଛି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୪୨୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯୪ଟି ଆକ୍ଟିଭ୍‌ କେସ୍‌ ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୧୩୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିସାରିଲେଣ । ଜିଲ୍ଲାରେ କିପରି ସଂକ୍ରମଣ ସଂଖ୍ୟା ଅଧିକ ନହେବ , ସେଥିପାଇଁ ପଦକ୍ଷେପ ମୂଳକ ଭାବେ ବିଭିନ୍ନ କାର୍ଯ୍ୟପନ୍ଥା ହାତକୁ ନେଉଛି ଜିଲ୍ଲା ପ୍ରଶାସନ ।

   Related Posts