Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଏବେ ଯାଜପୁର ସଟଡାଉନ୍, ଜିଲ୍ଲାର ଅନେକ ଅଞ୍ଚଳରେ ଘରୁ ନ ବାହାରିବାକୁ ନିର୍ଦ୍ଦେଶ

4/04/2020 at 3:36 PM

ଯାଜପୁର, ୦୪|୦୪: ରାଜ୍ୟରେ କରୋନା ଆତଙ୍କ ଦେଖିବାକୁ ମିଳିଛି । ଭୁବନେଶ୍ୱର, କଟକ ଓ ଭଦ୍ରକ ସହର ପରେ ଯାଜପୁରରେ ମଧ୍ୟ ସଟଡାଉନ ଘୋଷଣା କରାଯାଇଛି । ଜିଲ୍ଲାର ବ୍ରହ୍ମ ବରଦାରେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲ୍ଲାର କିଛି ଅଞ୍ଚଳକୁ ସଟ ଡାଉନ ଅଂଚଳରେ ସାମିଲ କରାଯାଇଛି ।

ଯାଜପୁର ପୈାରପାଳିକା, ବ୍ୟାସନଗର ପୈାର ପାଳିକା, ଚଣ୍ଡିଖୋଲ, ପାଣିକୋଇଲି, ବିଭିନ୍ନ ବ୍କକ ମୁଖ୍ୟାଳୟର ନିକଟସ୍ଥ ଅଂଚଳ ଓ ସାଦକ ପୁର ନେଉଲପୁର ଚାରିନଙ୍ଗଳ ଆଦି ପଂଚାୟତ ରେ ଆଜି ୮ଟା ଠାରୁ ୬ ତାରିଖ ରାତି ୮ଯାଏ ୪୮ ଘଂଟା ସଟ ଡାଉନ ଘୋଷଣା କରାଯାଇଛି ।

ଏହି ସମୟରେ କେହି ଘରୁ ନ ବାହାରିବା ପାଇଁ ନିବେଦନ କରିଛନ୍ତି ଯାଜପୁର ଜିଲ୍ଲାପାଳ । ଏହି ସମୟରେ ସବୁ ଦୋକାନ ବନ୍ଦ ରହିବ । କେହି ବାହାରକୁ ନ ବାହାରିବାକୁ ନିର୍ଦେଶ ଦିଆଯାଇଛି ।

   Related Posts