Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବୋହୂ ଶ୍ବେତାଙ୍କ କମାଲ: ଘୋଡାସବାରୀରେ ଜିତିଲେ ଗୋଲ୍ଡ ମେଡାଲ

14/11/2019 at 9:48 PM

ହରିୟାଣ୧୪/୧୧: ହରିୟାଣର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ହୁଡ୍ଡାଙ୍କ ବୋହୂ ଶ୍ବେତା ମିର୍ଧା ହୁଡ୍ଡା ଅନ୍ତର୍ଜାତୀୟ ଘୋଡାସବାରୀରେ ଗୋଲ୍ଡ ମେଡାଲ ଜିତିଛନ୍ତି।

ନଭେମ୍ବର ୨ ତାରିଖରେ ଦିଲ୍ଲୀରେ ଆୟୋଜିତ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ୬୨୪୫୬ ନମ୍ବର ହାସଲ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏହି ପ୍ରତିଯୋଗିତାରେ ୫୦ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ।  ଶ୍ୱେତା ନିଜର ନିକଟତମ ପ୍ରତିଦ୍ୱନ୍ଦୀଙ୍କୁ ୭୩  ପଏଣ୍ଟରେ ପରାସ୍ତ କରିଛନ୍ତି ।

   Related Posts