Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

କାଯ୍ୟରେ ଅବହେଳା ପାଇଁ ଏସଆଇ ନିଲମ୍ବିତ

20/02/2020 at 5:07 PM

ଭଦ୍ରକ ୨୦/୨: ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନାର ଏସଆଇ ମହାପ୍ରସାଦ ନାୟକଙ୍କୁ କାଯ୍ୟରେ ଅବହେଳା ପାଇଁ ଆଇଜିଙ୍କ ନିର୍ଦେଶ କ୍ରମେ ଭଦ୍ରକ ଏସପି କାର୍ଯ୍ୟରୁ ନିଲମ୍ବନ କରିଛନ୍ତି।

ଗତ ୧୫ତାରିଖ ଶନିବାର ଦିନ ବାସୁଦେବପୁର ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାସଙ୍କ ଭାଇ ଅଶୋକ  କୁମାର ଦାସଙ୍କୁ ବାଲେଶ୍ବର ଜିଲ୍ଲା ସୋର ଅଂଚଳର କେତେକ ଯୁବକ ଅପହରଣ କରି ନେଇ ଥିଲେ। ସେହି ଘଟଣାରେ ଶ୍ରୀ ନାୟକ କାଯ୍ୟରେ ଅବହେଳା ପାଇଁ ଆଜି ପୂର୍ବାଞ୍ଚଳ ଆଇଜିଙ୍କ ନିର୍ଦେଶ କ୍ରମେ ଭଦ୍ରକ ଏସପି କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।

   Related Posts