Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଅଫିସ କାମରେ ଜଙ୍ଗଲକୁ ଯାଇ ଫେରିଲେନି ଫରେଷ୍ଟ ଗାର୍ଡ, ନିଖୋଜ ନେଇ ଥାନାରେ ଏତଲା

29/10/2020 at 8:57 AM

କଳାହାଣ୍ଡି ୨୯।୧୦: ଫରେଷ୍ଟ ଗାର୍ଡ ସୁହାଗ ରଞ୍ଜନ ପଣ୍ଡା ନିଖୋଜ । କଳାହାଣ୍ଡି ଜିଲ୍ଲା ସିକେରକୁପା ବନବିଭାଗ ଫରେଷ୍ଟ ଗାର୍ଡ ହେଉଛନ୍ତି ସୁହାଗ ରଞ୍ଜନ ପଣ୍ଡା । ନିଖୋଜ ହେବାର ସପ୍ତାହରୁ ଅଧିକ ହୋଇଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳିପାରିନାହିଁ ।

ସୂଚନା ଅନୁସାରେ ଗତ ୨୧ ତାରିଖରେ କଳାହାଣ୍ଡି-କନ୍ଧମାଳ ସୀମାନ୍ତ ଖିକସାଭଟ୍ଟା ବିଟ୍ ଧାନବାହାଲିଠାରେ ତାଙ୍କୁ ଶେଷ ଥର ପାଇଁ ଲୋକ ଦେଖିଥିଲେ । ଅଫିସ କାର୍ଯ୍ୟରେ ଯାଇ ଫରେଷ୍ଟ ଗାର୍ଡ ସୁହାଗ ଜଙ୍ଗଲରୁ ନିଖୋଜ ହୋଇଯାଇଥିବା ନେଉ ନର୍ଲା ଥାନାରେ ବନବିଭାଗ ପକ୍ଷରୁ ଏତଲା ଦିଆଯାଇଛି ।

ସପ୍ତାହରୁ ଅଧିକ ହେବ ବନ କର୍ମଚାରୀ ଜଣଙ୍କ ନିଖୋଜ ହୋଇଥିବା ବେଳେ ଏପର୍ଯ୍ୟନ୍ତ ତାଙ୍କର କୌଣସି ସୁରାକ ମିଳିପାରି ନାହିଁ । ଅଭିଯୋଗ ପରେ ପୋଲିସ ତାଙ୍କୁ ଖୋଜିବାକୁ ଉଦ୍ୟମ ଜାରି ରଖିଥିବା ବେଳେ ଏପର୍ଯ୍ୟନ୍ତ ସଫଳତା ମିଳିନାହିଁ ।

   Related Posts