Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ସିଲେରୁ ନଦୀରେ ଡଙ୍ଗାବୁଡି ୭ ନିଖୋଜ, ଜଣେ ମୃତ

25/05/2021 at 8:20 AM

ମାଲକାନଗିରି,୨୫/୦୫:   ଡଙ୍ଗା ବୁଡ଼ି ସାତ ଜଣ ନିଖୋଜ । ଜଣେ ମୃତ । ଏହାସହ ତିନିଜଣଙ୍କୁ ଉଦ୍ଧାର କରାଯାଇଛି । ଏପରି ଏକ ଅଘଟଣ ଘଟିଛି ଆନ୍ଧ୍ର ସୀମାନ୍ତରେ ଥିବା ସିଲେରୁ ନଦୀରେ ।

ଆନ୍ଧ୍ର ସୀମାନ୍ତରେ ଥିବା ସିଲେରୁ ନଦୀରେ ଦୁଇଟି ଡଙ୍ଗା ବୁଡି ଯାଇଛି । ଚିତ୍ରକୋଣ୍ଡା ବ୍ଳକ୍ ଅନ୍ତର୍ଗତ କନ୍ଧଗୁଡ଼ା ଘାଟରେ ଏହି ଡଙ୍ଗାଟି ବୁଡିଥିବା ସୂଚନା ମିଳିଛି । ଦୁଇଟି ଦେଶୀ ଡ଼ଙ୍ଗାରେ ପ୍ରାୟ ୧୧ ଜଣ ଯାତ୍ରୀ ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା  ।

ନିଖୋଜ ଓ ମୃତକ ସମସ୍ତେ ଚିତ୍ରକୋଣ୍ଡା ବ୍ଲକ ଗୁଣ୍ଠାୱାଡା ପଞ୍ଚାୟତ କନ୍ଧଗୁଡ଼ା ଓ ଗୁଣ୍ଠାୱାଡା ଗାଁର ବୋଲି ଜଣାପଡିଛି । ମୃତକ ଓ ନିଖୋଜମାନେ ଆନ୍ଧ୍ରକୁ କାମ କରିବାକୁ ଯାଇ କରୋନା କଟକଣା ପାଇଁ ଫେରି ନଥିଲେ । ମଙ୍ଗଳବାର ଆନ୍ଧ୍ର ପଥରୁ ଓଡିଶାକୁ ଆସିବାକୁ ଉଦ୍ୟମ କରୁଥିବା ବେଳେ ଏହି ଅଘଟଣ ଘଟିଥିଲା ।ସିଲେରୁ ନଦୀରେ ଡଙ୍ଗା ବୁଡି ୭ ନିଖୋଜ, ଜଣେ ମୃତ

   Related Posts