Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବର୍ଷାରେ ବେହାଲ ସିଲଭର ସିଟି: ହୋଇପାରୁନି ଜଳ ନିଷ୍କାସନ, ସାରା ସହର ଜଳାର୍ଣ୍ଣବ

19/09/2021 at 2:07 PM

କଟକ ୧୯/୦୯: ଲଘୁଚାପ ବର୍ଷାରେ ବେହାଲ ହୋଇପଡିଛି ସିଲଭର ସିଟି । ଯୁଆଡେ ଚାହିଁଲେ ଖାଲି ପାଣି ଆଉ ପାଣି । ପାଣିରେ ବୁଡିଯାଇଛି ସାରା ସହର । ରାସ୍ତା ଘାଟ କଥା ନକହିବା ଭଳ । ଦୁଇ ଅସରା ଵର୍ଷା ପରେ ଏପରି ସ୍ଥିତି ସୃଷ୍ଟି ହୋଇଛି । ପୁରା ସହରରୁ ନିଷ୍କାସନ ହୋଇପାରୁନି ବର୍ଷାଜଳ ।

ଜଳ ନିଷ୍କାସନ ପାଇଁ ସ୍ଲୁଇସ୍ ଗେଟ୍ ଵନ୍ଦ ଥିଵାରୁ ଏପରି ଅଵସ୍ଥା ହୋଇଛି । ସହରର ସବୁ ରାସ୍ତାରେ ପାଣି ଆଉ ପାଣି । ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ଖପୁରିଆ ଶିଳ୍ପାଞ୍ଚଳ ଅଵସ୍ଥା ବି ଶୋଚନୀୟ ହୋଇପଡିଛି । କେବଳ ସେତିକି ନୁହେଁ ଅଧିକାଂଶ ସରକାରୀ ପ୍ରତିଷ୍ଠାନରେ ପାଣି ପଶିଯାଇଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

   Related Posts