Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ପର୍ଯ୍ୟଟକଙ୍କୁ ଶିମିଳିପାଳ ମନା, ପ୍ରବଳ ବର୍ଷା ଓ ଘନ କୁହୁଡି ଯୋଗୁଁ ବନ୍ଦ

15/11/2021 at 10:07 AM

କରଞ୍ଜିଆ ୧୫।୧୧: ପର୍ଯ୍ୟଟକଙ୍କ ପାଇଁ ସୋମବାର ଜାତୀୟ ଉଦ୍ୟାନ ଶିମିଳିପାଳ ବନ୍ଦ । ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ଓ ଘନ କୁହୁଡି ଯୋଗୁଁ ପର୍ଯ୍ୟଟକଙ୍କୁ ଶିମିଳିପାଳ ମନା । ପାଗ ଶୁଖିଲା ହେବା ପରେ ପୁଣି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଖୋଲିବ । ଏ ନେଇ ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ଉପ ନିର୍ଦ୍ଦେଶକ ସାଇ କିରନ ଡି.ଏନ. ସୂଚନା ଦେଇଛନ୍ତି ।

   Related Posts