Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଜଳୁଛି ଶିମିଳିପାଳ, ଧୂଆଁ ବଳୟରେ ସ୍ଥାନୀୟ ଅଞ୍ଚଳ

10/03/2021 at 2:05 PM

କରଞ୍ଜିଆ ୧୦।୩: ଦୀର୍ଘ ଦିନ ହେବ ହୁତୁ ହୁତୁ ହୋଇ ଜଳୁଛି ଶିମିଳିପାଳ ଅଭୟାରଣ୍ୟ । ନିଆଁ ବଫର ଅଞ୍ଚଳରୁ କୋର ଅଞ୍ଚଳକୁ ବ୍ୟାପୁଥିବା ଫଳରେ ଗାଁ ମୁହାଁ ହେଲେଣି ବନ୍ୟଜନ୍ତୁ । ଶିମିଳିପାଳରେ ନିଆଁର ପ୍ରଭାବରେ ସ୍ଥାନୀୟ ଅଞ୍ଚଳ ମଧ୍ୟ ଧୂଆଁମୟ ହୋଇଯାଇଛି ।

ଦୀର୍ଘ ଦିନ ଧରି ଲାଗି ରହିଥିବା ନିଆଁ ଯୋଗୁଁ କିଛିଦିନ ହେବ ଶିମିଳିପାଳ ପାଦ ଦେଶରେ ଥିବା କରଞ୍ଜିଆ, ଯଶୀପୁର, ଠାକୁରମୁଣ୍ଡା ବଜାର ଅଞ୍ଚଳରେ ଧୂଆଁର ବଳୟ ଦେଖାଯିବା  ସହ କୁହୁଡ଼ିର ଭ୍ରମ ସୃଷ୍ଟି କରୁଛି । ସ୍ଥାନୀୟ ଅଞ୍ଚଳରେ ନିଶ୍ବାସ ପ୍ରଶ୍ଵାସ ନେବା କଷ୍ଟ ହେଉଥିବା ବେଳେ  ପ୍ରବଳ ମାତ୍ରାରେ ଆଖି ପଡୁଥିବା ନେଇ ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି ।

ତେବେ ଆଗାମୀ ଦିନରେ ଶିମିଳିପାଳର ନିଆଁକୁ ଶୀଘ୍ର ଲିଭା ନଗଲେ ଏହି ଧୂଆଁର ପ୍ରଭାବ ପରିବେଶ ସହ ଜୀବଜନ୍ତୁ ପ୍ରଭାବିତ ହେବେ ବୋଲି ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ବାବଧାରକ କହିଛନ୍ତି ।

   Related Posts