Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ନବଜାତ ଶିଶୁପୁତ୍ରର ମୃତଦେହ ଠାବ, ପାଖରେ ପଡିଛି ରକ୍ତ…

14/11/2021 at 11:49 AM

ଯାଜପୁର ୧୪।୧୧: ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା କୋରାଇ ଥାନା ଶାଳକଣା ଛକ ନିକଟ ନାଳରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଶିଶୁର ମୃତଦେହ ନିକଟରେ ଓ ଛକର ବିଭିନ୍ନ ସ୍ଥାନରେ ବହୁ ପରିମାଣର ରକ୍ତ ପଡ଼ିଥିବାର ଦେଖିବାକୁ ମିଳିଛି। କେହି ଜନ୍ମ କଲାପରେ ଶିଶୁଟିକୁ ଏଠାରେ ଫୋପାଡି ଦେଇଥିବା ସନ୍ଦେହ କରାଯାଉଛି।

ଖବର ଅନୁଯାୟୀ,  ଆଜି ସକାଳୁ ରାସ୍ତାରେ ରକ୍ତ ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏହାପରେ ସନ୍ଦେହ ହେବାରୁ ନିକଟରେ ଖୋଜାଖୋଜି କରିଥିଲେ। ଏହି ସମୟରେ ସେଠାରେ ଥିବା ନାଳରେ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ପଡ଼ିଥିବା ଦେଖିଥିଲେ। ପରେ ଏନେଇ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts