Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ହୋଟେଲ ଏବଂ ଢାବାରେ କାମ କରୁଥିବା ୬ ଶିଶୁ ଶ୍ରମିକ ଉଦ୍ଧାର

31/07/2019 at 2:55 PM

ଉଦଳା ୩୧|୭: ଉଦଳା ପୋଲିସ ସ୍ଥାନୀୟ ଅଂଚଳରେ ଥିବା ବିଭିନ୍ନ ହୋଟେଲ ଏବଂ ଢାବାରେ ଚଢାଉ କରି ୬ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି । 

ମୟୂରଭଞ୍ଜ ଜିଲ୍ଲା ଉଦଳା ପୋଲିସ ପକ୍ଷରୁ ଆଜି ବିଭିନ୍ନ ହୋଟେଲ ଏବଂ ଢାବାରେ ଚଢାଉ କରାଯାଇଛି । ଏହି ସ୍ଥାନରେ କାମ କରୁଥିବା ଶିଶୁ ଶ୍ରମିକମାନଙ୍କୁ ପୋଲିସ ଉଦ୍ଧାର କରିଛି । ୬ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ସେମାନଙ୍କୁ ଥାନାକୁ ନିଆଯାଇଛି । ଥାନାରେ ସେମାନଙ୍କର ବୟସର ଯାଂଚ ଚାଲିଥିବା ବେଳେ ଉଦ୍ଧାର ଶିଶୁ ଶ୍ରମିକଙ୍କୁ ପରବର୍ତ୍ତି ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗକୁ ହସ୍ତାନ୍ତର କରାଯିବ ବୋଲି ଜଣାଯାଇଛି । ଏହା ସହିତ ଏହି ଚଢାଉ ବାରମ୍ବାର ଜାରି ରହିବ ବୋଲି ପୋଲିସ କହିଛି । 

   Related Posts