Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

14/10/2021 at 9:58 AM

ଭୁବନେଶ୍ୱର ୧୪।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୨୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୩୮୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୦୧୬୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୮୯୨୨୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts