Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ, ୧୦୫୦୦୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଚିଲିକାରେ ବଢୁଛି ବର୍ଷା ଓ ପବନ, ରାସ୍ତାଘାଟ ଖାଁ ଖାଁ
  • ||
  • ଅନୁଗୁଳ : ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ
  • ||
  • ନୟାଗଡ : ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍
  • ||
  • ପୃଥିବୀକୁ ବଡ ବିପଦ ! ମାଡି ଆସୁଛି ଗ୍ରହାଣୁ, ମାଡ ହେଲେ ପରମାଣୁ ବୋମାଠୁ ଭୟଙ୍କର ବିସ୍ଫୋରଣ
  • ||
  • ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ
  • ||
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

ITBP ଯବାନଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ !୬ଯବାନ ମୃତ, ୨ଆହତ

4/12/2019 at 11:04 AM

ରାୟପୁର ୦୪।୧୨: ଯବାନଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ । ITBP ଯବାନଙ୍କ ଗୋଷ୍ଠୀ ସଂଘର୍ଷରେ ଛଅ ଯବାନ ମୃତ ହୋଇଥିବା ବେଳେ ଦୁଇ ଜଣ ଆହତ ଥିବା ସୂଚନା ରହିଛି ।

ଛତିଶଗଡ ନାରାୟଣପୁରରେ ଥିବା ITBP ଯବାନଙ୍କ ମଧ୍ୟରେ କୌଣସି କାରଣରୁ ଗୋଷ୍ଠୀ ସଂଘର୍ଷ ହୋଇଥିବାର ଖବର ଆସିଛି । ଯବାନଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷରେ ଛଅ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ତେବେ ଗୋଷ୍ଠୀ ସଂଘର୍ଷର କାରଣ ଅସ୍ପଷ୍ଟ ରହିଛି ।

   Related Posts