Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୧୫ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ବ୍ରହ୍ମପୁର ଲାଞ୍ଜିପଲ୍ଲି ଢିପସାହିରେ ବୋମାମାଡ ଘଟଣାରେ ୬ ଜଣଙ୍କୁ ଅଟକ ରଖିଛି ପେ।ଲିସ

9/07/2018 at 5:59 AM

ବ୍ରହ୍ମପୁର ଲାଞ୍ଜିପଲ୍ଲି ଢିପସାହିରେ ବୋମାମାଡ ଘଟଣାରେ ୬ ଜଣଙ୍କୁ ଅଟକ ରଖିଛି ପେ।ଲିସ । ସିସିଟିଭି ଫୁଟେଜ ଆଧାରରେ ୬ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ବୈଦ୍ୟନାଥପୁର ପୋଲିସ । ତଦନ୍ତ ପାଇଁ ୨ ଜଣିଆ ସ୍ବତନ୍ତ୍ର ଟିମ୍ ଗଠନ କରଯାଇଛି । ଏନେଇ ବ୍ରହ୍ମପୁର ଏସଡିପିଓ ପ୍ରଭାତ ରାଉତରାୟ ସୂଚନା ଦେଇଛନ୍ତି । ଗତକାଲି ଲାଞ୍ଜିପଲ୍ଲି ଓଭରବ୍ରିଜ ନିକଟରେ ବୋମାମାଡ ହେ।ଇଥିଲା । ଏଥିରେ୪ ଆହତ ହେ।ଇଥିଲେ । ଘଟଣାସ୍ଥଳରୁ ୪ଟି ବେ।ମା ଉଦ୍ଧାର କରାଯାଇଥିଲା ।

   Related Posts