Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଡ଼କାୟତି ଯୋଜନା ପଣ୍ଡ: ୬ ଗିରଫ, ବନ୍ଧୁକ-ଅଫୁଟା ଗୁଳି ଜବତ

2/10/2021 at 1:48 PM

ବ୍ରହ୍ମପୁର ୦୨।୧୦: ପୋଲିସକୁ ସଫଳତା । ଡକାୟତି ଯୋଜନା ବେଳେ ମାଡିବସିଲା ପୋଲିସ ।ଘଟଣାରେ ୬ଜଣଙ୍କ ଗିରଫ କରିଛି ପୋଲିସ ।  ଏହାସହ ଅଭିଯୁକ୍ତଙ୍କ ନିକଟରୁ  ଅନେକ ମାରଣାସ୍ତ୍ର ଜବତ କରାଯାଇଛି ।

ଖବର ଅନୁଯାୟୀ, କିଛି ଦୁର୍ବୃତ୍ତ ଡକାୟତି କରିବା ପାଇଁ ଯୋଜନା କରୁଥିଲେ ।ବୈଦ୍ୟନାଥପୁର ପୋଲିସ ଡକାୟତି ଯୋଜନା ନେଇ  ଗୁଇନ୍ଦା ସୂଚନା ପାଇଲା ।ଏହାପରେ ଉକ୍ତ ସ୍ଥାନରେ ଚଢାଉ କରାଯାଇଥିଲା । ଏହି ଚଢାଉରେ ପୋଲିସ ତିନୋଟି ଖଣ୍ଡା,  ଦୁଇଟି  ଅଫୁଟା ବୋମା,  ଦୁଇଟି ମୋଟରସାଇକେଲ୍, ଦୁଇଟି ଲୁହା ରୋଡ୍ ମିଳିଛି । ଏହାସହ ଘଟଣାରେ ୬ଜଣଙ୍କୁ ଗିରଫ କରିଛି ବୈଦ୍ୟନାଥପୁର ପୋଲିସ ।

   Related Posts