Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଆଜି ବିଜେପି ପକ୍ଷରୁ ୬ ଘଣ୍ଟିଆ ଭଦ୍ରକ ବନ୍ଦ

28/01/2019 at 8:49 AM

ଭଦ୍ରକ ୨୮|୧:  ଆଜି ୬ ଘଣ୍ଟିଆ ଭଦ୍ରକ ବନ୍ଦ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଠାରେ ବୟନଶିଳ୍ପ ପାଇଁ ପ୍ରସ୍ତାବିତ ଜାଗା ରାଜ୍ୟ ସରକାର ଯୋଗାଇବାରେ ବିଳମ୍ବ ପ୍ରତିବାଦରେ ଜିଲ୍ଲା ବିଜେପି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ସଖାଳ ୬ଟାରୁ ଦିନ ୧୨ ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ଏହି ବନ୍ଦ ଯୋଗୁ ଦୋକାନ ବଜାର, ଗାଡି ଚଳାଚଳ ବନ୍ଦ ରହିଛି । ବନ୍ଦର ପ୍ରଭାବ ଭଣ୍ଡାରିପୋଖରୀରେ ମଧ୍ୟ ଦେଖିବାକୁ ମିଳିଛି । ବିଜେପି କର୍ମୀ ମାନେ ଭଣ୍ଡାରିପୋଖରୀ ଛକ ନିକଟରେ ରାଜପଥ ଅବରୋଧ କରିଛନ୍ତି । ମଞ୍ଜୁରୀରୋଡ ଷ୍ଟେସନ ଠାରେ ଯାଜପୁର-ଖଡକପୁର ପାସେଞ୍ଜରକୁ ଅଟକ ରଖିଛନ୍ତି ଆନ୍ଦୋଳନକାରୀ ।

   Related Posts