Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ରାଜଧାନୀରେ ଗ୍ୟାସ ଲିକ୍‌ ! ୬ ଆହତ

9/01/2020 at 8:05 PM

ଭୁବନେଶ୍ବର ୦୯।୦୧: ଭୁବନେଶ୍ବର CRP ଛକରେ ଥିବା ମୁଣ୍ତାସାହି ବସ୍ତିରେ ଅଘଟଣ । ମୁଣ୍ଡାସାହି ବସ୍ତିରେ ଗ୍ୟାସ୍‌ ଲିକ୍‌ ହୋଇ ନିଆଁ ଲାଗିଯିବାରୁ ୬ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୨ଜଣ ଶିଶୁ ଥିବା ସୂଚନା । ତେବେ ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ତା ସଙ୍କଟାପନ୍ନ ହେବାରୁ କଟକ ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଛି ।

   Related Posts