Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ତ୍ରିପୁରା ଯିବାବେଳେ ରେଳ ଷ୍ଟେସନରୁ ୬ନାବାଳିକା ଉଦ୍ଧାର, ଚାଇଲ୍ଡ ଲାଇନ୍‌କୁ ହସ୍ତାନ୍ତର

21/04/2021 at 10:46 AM

ରାୟଗଡା ୨୧।୪: ରେଳ ଷ୍ଟେସନରୁ ୬ ଜଣ ନାବାଳିକା ଉଦ୍ଧାର ।ମଙ୍ଗଳବାର ବିଳମ୍ବିତ ରାତିରେ ୬ ଜଣ ନାବାଳିକାଙ୍କୁ ରେଳଷ୍ଟେସନରୁ ଉଦ୍ଧାର କରିଛି ରେଳବାଇ ପୋଲିସ । ସମସ୍ତ ନାବାଳିକା ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକର ହୋଇଥିବା ବେଳେ ସେମାନେ ତ୍ରିପୁରାର ଏକ ଡ୍ରେସ୍ କମ୍ପାନୀରେ କାମ କରିବାକୁ ଯାଉଥିଲେ।  ତ୍ରିପୁରା ଯିବାପାଇଁ ଷ୍ଟେସନରେ ଅପେକ୍ଷା କରିଥିବା ସମୟରେ ସନ୍ଦେହ କରି ପୋଲିସ ଯାଞ୍ଚ କରିଥିଲା ।  ଏହାପରେ ରେଳବାଇ ପୋଲିସ ନାବାଳିକାଙ୍କୁ ଉଦ୍ଧାର କରି ରାୟଗଡା ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରିଛନ୍ତି ।  ଚାଇଲ୍ଡ ଲାଇନ ପକ୍ଷରୁ ତଦନ୍ତ ପରେ ନାବାଳିକାମାନଙ୍କୁ ନିଜ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି ।

   Related Posts