Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ବସ୍-କାର୍ ଧକ୍କା, ୬ ମୃତ, ଜଣେ ମହିଳା ଗୁରୁତର

1/05/2021 at 12:35 PM

ବୁଲନ୍ଦଶହର ୧।୫: ଉତ୍ତରପ୍ରଦେଶ ବୁଲନ୍ଦଶହର ଥାନା ଡିବାଇ ଅଞ୍ଚଳରେ ଜାତୀୟ ରାଜପଥ ୫୦୯ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦିଲ୍ଲୀ ପଟୁ ଆସୁଥିବା ବସ୍ ଏବଂ କାର୍ ମଧ୍ୟରେ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଜଣେ ମହିଳା ଗୁରୁତର ହୋଇଛନ୍ତି । ସ୍ଥାନୀୟ ବାସିନ୍ଦା ଦୁର୍ଘଟଣା ସଂପର୍କରେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ମହିଳାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି । ମୃତକଙ୍କ ଶବ ଜବତ କରି ପୋଷ୍ଟମର୍ଟମ ପାଇଁ ମେଡିକାଲକୁ ପଠାଇଛି ।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାର୍ ଟି ଭାଙ୍ଗି ଚୁରମାର ହୋଇଯାଇଛି । ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡିଥିଲା । ଦୁର୍ଘଟଣା ପରେ ବସ୍ ଡ୍ରାଇଭର ବସ୍ ଛାଡି ଫେରାର ହୋଇଯାଇଛି । ମୃତାହତ ସମସ୍ତେ ଖୁର୍ଜା ଥାନା ସେମଡା ଫରିଦପୁର ଅଞ୍ଚଳର ବୋଲି କୁହାଯାଉଛି ।

   Related Posts