Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ବୁଧବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଦିନକିଆ ସିରିଜ୍
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ରାଜ୍ୟରେ ଆଉ ୬ଜଣ କରୋନା ପଜିଟିଭ୍ : ୨୪ଘଣ୍ଟାରେ ୧୩ ସଂକ୍ରମିତ ଚିହ୍ନଟ, ମୋଟ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୭୪

20/04/2020 at 2:59 PM

ଭୁବନେଶ୍ୱର ୨୦।୦୪: ରାଜ୍ୟରେ ଆଜି ଆଉ ୬ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛନ୍ତି। ରାଜ୍ୟ ଓ ସ୍ଵାସ୍ଥ୍ୟ ପରିବାର କଲ୍ୟାଣ ବିଭାଗର ଓ୍ଵେବସାଇଟ୍‌ରେ ଏହାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ପଜିଟିଭିଙ୍କ ସଂଖ୍ୟା ୭୪କୁ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୩ ଜଣଙ୍କ ଚିକିତ୍ସା ଜାରି ରହିଥିବା ବେଳେ ୨୪ ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି । ତେବେ ରାଜ୍ୟରେ କରୋନାରେ କେବଳ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପକ୍ଷରେ ୨୪ଘଣ୍ଟା ମଧ୍ୟରେ ୧୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସକାଳ ୭ଟା ସୁଦ୍ଧା ସାତ ଜଣ ନୂଆ କୋଭିଡ୍‌-୧୯ ପଜିଟିଭ୍‌ଙ୍କ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଥିଲେ । ଅନ୍ୟ ଛଅଜଣ ପଜିଟିଭ୍‌ଙ୍କ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅପରାହ୍ନରେ ସୂଚନା ଦେଇଛନ୍ତି । ଦିନ ୧୨ଟା ସୁଦ୍ଧା ଆସିଥିବା ନମୂନା ପରୀକ୍ଷଣ ରିପୋର୍ଟରୁ ଏହି ସୂଚନା ମିଳିଥିବା ବିଭାଗୀୟ ସୂଚନାରୁ ଜଣାଯାଇଛି ।

   Related Posts