Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଗଞ୍ଜାମରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା , କୋଭିଡ୍ ପରିଚାଳନା ପାଇଁ ଜିଲ୍ଲାକୁ ଗଲେ ୬ OAS

4/07/2020 at 1:58 PM

ଭୁବନେଶ୍ୱର ୦୪।୦୭: ଗଞ୍ଜାମ ଜିଲ୍ଲାରେ କରୋନା ସ୍ଥିତି ଦିନକୁ ଦିନ ବଢିବାରେ ଲାଗିଛି । ପ୍ରତିଦିନ ଗଞ୍ଜାମରେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ସେହିଭଳି କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ଯାହାକୁ ନେଇ ସରକାର ଓ ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ସଂକ୍ରମଣ ହାର ବୃଦ୍ଧିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାରେ କୋଭିଡ୍‌ ପରିଚାଳନା ପାଇଁ ୬ OASଙ୍କୁ ଦାୟିତ୍ବ ଦେଇଛନ୍ତି ରାଜ୍ୟସରକାର । ୬ OAS ଅଧିକାରୀ ହେଉଛନ୍ତି – ସୁଧାକର ନାୟକ, ପଦ୍ମନାଭ ବେହେରା, ଲୋକନାଥ ଦଳବେହେରା, ଶକ୍ତିକାନ୍ତ ରାୟ, ଚିତ୍ତରଂଜନ ମହାନ୍ତ ଓ ସୁରେନ୍ଦ୍ର କୁମାର ସାମଲଙ୍କୁ  ଗଞ୍ଜାମ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି ।

ସେହିପରି ଆଜି ସକାଳ ସଂକ୍ରମଣ ହାର ବୃଦ୍ଧିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାରେ କୋଭିଡ୍ ପରିଚାଳନା ପାଇଁ ଦୁଇଜଣ ଆଇଏଏସଙ୍କୁ ଦାୟିତ୍ବ ଦିଆଯାଇଛି । ପାରୁଲ ପଟୱାରୀଙ୍କୁ ଛତ୍ରପୁର ସବ୍ ଡିଭିଜନ ଏବଂ ବିଶାଲ ସିଂହଙ୍କୁ ଭଞ୍ଜନଗର ସବ୍ ଡିଭିଜନ ଦାୟିତ୍ବ ଦିଆଯାଇଛି । ଉଭୟଙ୍କୁ ସ୍ପେଶାଲ ଏଡିଏମ୍ ପଦରେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସମସ୍ତ IAS ଓ OASଙ୍କୁ ଜିଲ୍ଲାରେ କୋଭିଡ୍‌ ପରିଚାଳନାରେ ସହଯୋଗ କରିବା ପାଇଁ ରାଜ୍ୟ ସରକାର ଦାୟିତ୍ୱ ଦେଇଛନ୍ତି ।

   Related Posts