Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ଆନ୍ଧ୍ରପ୍ରଦେଶ ଚିଙ୍ଗୁଡି ବନ୍ଧରେ ଅଘଟଣ : ବିଦ୍ୟୁତ ଆଘାତରେ ୬ ଓଡିଆ ଶ୍ରମିକଙ୍କ ମୃତ୍ୟୁ

30/07/2021 at 12:42 PM

ରାୟଗଡା ୩୦।୭: ବିଦ୍ୟୁତ ଆଘାତରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲ୍ଲା ଅନ୍ତର୍ଗତ ଲାଙ୍କାଭାନିଦିବା ଗାଁରେ ଘଟିଛି ଏଭଳି ଅଘଟଣ । ମୃତ ସମସ୍ତ ଶ୍ରମିକ ରାୟଗଡା ଜିଲ୍ଲା ଗୁଣପୁର ଅଞ୍ଚଳର ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲ୍ଲା ଅନ୍ତର୍ଗତ ଲାଙ୍କାଭାନିଦିବା ଗାଁରେ ଘଟିଛି ଅଘଟଣ । ଗାଁରେ ଥିବା ଚିଙ୍ଗୁଡି ବନ୍ଧରେ କାମ କରୁଥିବା ୬ ଜଣ ଶ୍ରମିକଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି । ସମସ୍ତ ମୃତ ଶ୍ରମିକ ରାୟଗଡା ଜିଲ୍ଲା ଗୁଣପୁର ଅଞ୍ଚଳର ବୋଲି ସୂଚନା ମିଳିଛି । ସେମାନେ ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲ୍ଲା ଅନ୍ତର୍ଗତ ଲାଙ୍କାଭାନିଦିବା ଗାଁରେ ଥିବା ଚିଙ୍ଗୁଡି ବନ୍ଧରେ କାମ କରିବାକୁ ଯାଇଥିଲେ ।

   Related Posts